• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Tuesday 28 Nov 2023

ଉ,ଫଳଗୁନି- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ

ହସ୍ତା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ ।

ଚିତ୍ରା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :