• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Tuesday 28 Nov 2023

ଚିତ୍ରା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ ।

ସ୍ୱାତୀ- ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ବିଶାଖା- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :