• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Tuesday 28 Nov 2023

ବିଶାଖା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ

ଅନୁରାଧା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ

ଜ୍ୟେଷ୍ଠା- କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :