• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Tuesday 28 Nov 2023

ମୂଳା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ପୂ,ଷାଢା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ଉ,ଷାଢା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :