• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Nov 2023: ଉଚ୍ଚ ପଦବୀ ପାଇବାରେ ସଫଳ, ପରିବାରରେ ନୂତନ ସଦସ୍ୟଙ୍କ ଆଗମନ

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ମଙ୍ଗଳବାର, ଚନ୍ଦ୍ର- ବୃଷ ରାତ୍ରି ୦୧.୪୧ ଗତେ ମିଥୁନ, ତିଥି- ପ୍ରଦିପଦ ଦିବା ୦୨.୦୫ ଗତେ ୨ୟା, ଘାତଚନ୍ଦ୍ର- ବିଛା ରାଶିର, ରାତ୍ରି ୦୧.୪୧ ଗତେ କନ୍ୟା ରାଶିର, ଘାତବାର- ମକର ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୦୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Tuesday 28 Nov 2023

ଉ,ଷାଢା- ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପୁରାତନ ରୋଗରୁ ଉପଶମ ମିଳିବ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ ।

ଶ୍ରବଣା- ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।

ଧନିଷ୍ଠା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :