ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର- ତୁଳା ଅହୋରାତ୍ର,ତିଥି- ୧୨ଶୀ(ମଳ)ପ୍ରାତଃ ୦୭.୩୫ ଗତେ ସ୍ୱାତୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ତୁଳା ଓ କୁମ୍ଭ ରାଶିର,ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ପ୍ରାତଃ ୦୬.୨୪ ପର୍ଯ୍ୟନ୍ତ
ବିଶାଖା- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ଅନୁରାଧା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ
ଜ୍ୟେଷ୍ଠା- ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ ।
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯