Advertisment

Daily Horoscope 28th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜାଗା କିଣିବାର ଯୋଗ ରହିଛି

author-image
Pallipuspa Samal
Daily Horoscope 28th Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜାଗା କିଣିବାର ଯୋଗ ରହିଛି
ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୨୮ ତାରିଖ ଶୁକ୍ରବାର ଚନ୍ଦ୍ର – ବିଛା ଅହୋରାତ୍ର ତିଥି- ୩ୟା ଦିବା ୧୦/୩୪ ଗତେ ୪ର୍ଥୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା , ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ନାସ୍ତି