ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର- ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ
ଅଶ୍ୱନୀ- ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ। ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ
ଦ୍ୱିଜା- ଦୀର୍ଘଦିନରୁ ଅଟକି ରହିିଥିବା ନିର୍ମାଣ ତଥା ବ୍ୟବସାୟ ଭିତ୍ତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
କୃତିକା- ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯