• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Taurus

ବୃଷ

Saturday 28 Oct 2023

କୃତିକା- ବ୍ୟବସାୟରେ ତିଷ୍ଠି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ ରୋହିଣୀ- ରାଜନୀତିରେ ସମସ୍ୟା ବଢିବ । ଚାକିରି କ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି । କର୍ମକୁ ନେଇ  ଚିନ୍ତିତ ରହିବେ ।     
ମୃଗଶିରା- କୋର୍ଟ କଚେରୀରେ ମନ୍ଥରତା ଲାଗିରହିବ । ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :