• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Aquarius

କୁମ୍ଭ

Saturday 28 Oct 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ସାଧାରଣ କଥାରେ ପତ୍ନୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।
ଶତଭିଷା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୌଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପୂ,  ଭାଦ୍ରପଦ- ବିବାଦୀୟ ଘଟଣାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳାମାନେ ବନ୍ଧୁଙ୍କ ସହିତ ସମୟ କଟିବେ 

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :