• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Pisces

ମୀନ

Saturday 28 Oct 2023

ପୂ, ଭାଦ୍ରପଦ- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।  ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ 
ଉ, ଭାଦ୍ରପଦ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି
ମୃରେବତୀ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ । 

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :