• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Cancer

କର୍କଟ

Saturday 28 Oct 2023

ପୁନର୍ବସୁ- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି । 
ପୁଷ୍ୟା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରିରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଅଶ୍ଳେଷା- ଘରଭଡ଼ାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ ।ଆବଶ୍ୟକତା ପୂରଣ କରିବା ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । 

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :