• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Leo

ସିଂହ

Saturday 28 Oct 2023

ମଘା-ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ
ପୂ- ଫାଲ୍‌ଗୁନୀ- ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବିଦ୍ୟାରେ ଉନ୍ନତି ହେବା ସହ ଆଶାଜନକ ଫଳ ପ୍ରାପ୍ତି ହେବ ।
ଉ- ଫାଲ୍‌ଗୁନୀ- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ ।  ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ରଖି ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :