• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Libra

ତୁଳା

Saturday 28 Oct 2023

ଚିତ୍ରା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।  ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। 
ସ୍ୱାତୀ- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହେଯାଗ ପାଇବା ସହ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢେଇବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚିରହିବ । 
ବିଶାଖା- ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । 

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :