• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Scorpio

ବିଛା

Saturday 28 Oct 2023

ବିଶାଖା-ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । 
ଅନୁରାଧା- ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପିଲାମାନେ ପାଠପଢ଼ା ପ୍ରତି ବିମୁଖ ହେବେ
ଜ୍ୟୋଷ୍ଠା- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାରମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :