• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Sagittarius

ଧନୁ

Saturday 28 Oct 2023

ମୂଳା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଶିକ୍ଷାକ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।
ପୂ, ଷାଢା- ଚାକିjg ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଉ,  ଷାଢା- ଋଣଗ୍ରସ୍ତ  ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।

ପ୍ରତିକାର – ହଳଦିଆ ବସ୍ତ୍ର ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :