• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th October 2023: ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ, କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୮ ତାରିଖ, ଶନିବାର ଚନ୍ଦ୍ର-  ମୀନ ପ୍ରାତଃ ୦୭.୩୧ ଗତେ ମେଷ ତିଥି – ପୂର୍ଣ୍ଣିମା ରାତ୍ରି ୦୧.୫୩ ଗତେ ପ୍ରତିପଦ ଘାତ ଚନ୍ଦ୍ର-  ଧନୁ ରାଶିର, ପ୍ରାତଃ ୦୭.୩୧ ଗତେ ମେଷ ରାଶିର ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ – ୧ ପାଦ - କୃଷିହାନି – ଭୂମି ଦାନ

Capricorn

ମକର

Saturday 28 Oct 2023

ଉ, ଷାଢା- ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି । ସାମାଜିକ କାମରେ ପ୍ରଶଂସା ମିଳିବ । 
ଶ୍ରବଣା- ଚାକିରିରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।
ଧନିଷ୍ଠା- ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡ଼ୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ମହିଳାମାନେ ଚିନ୍ତିତ ରହିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠିତ ହେବେ

ପ୍ରତିକାର – ମା ଶାରଳାଙ୍କ ଆରାଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :