ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି
ଅଶ୍ୱନୀ – କାର୍ଯ୍ୟରେ ଭାଗ୍ୟର ସହଯୋଗ ପାଇବେ
ଦ୍ୱିଜା – ବନ୍ଧୁଙ୍କ ସହଯୋଗରେ ସ୍ଥଗିତ କାମ ସଂପୂର୍ଣ୍ଣ ହେବ
କୃତିକା –ଅଧୁରା କାମ ପୂରା କରିବାରେ ଆପଣଙ୍କ ଧ୍ୟାନ ଲାଗି ରହିବ
ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯