• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Wednesday 28 Sep 2022

କୃତିକା - ଆପଣ ସକାରତ୍ମକ ରହିଲେ ମନରେ ନୂଆ ଆଶା ଜନ୍ମିବ

ରୋହିଣୀ – କୋର୍ଟର ଫଇସଲା ଆପଣଙ୍କ ପାଖକୁ ଆସିପାରେ

ମୃଗଶିରା – ଜରୁରୀ କାମ ଶେଷ କରିବାରେ ସଫଳ ହେବେ

ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :