• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Wednesday 28 Sep 2022

ପୁନର୍ବସୁ - ଅନ୍ୟ ମାନଙ୍କ ଆଗରେ ନିଜର କଥା ସ୍ପଷ୍ଟ ଭାବରେ କହିବେ

ପୁଷ୍ୟା – କାର୍ଯ୍ୟରେ ନୂଆ ସମ୍ଭାବନା ତଲାସ କରିବେ

ଅଶ୍ଳେଷା - ସମାଜରେ ମାନସମ୍ମାନ ପ୍ରତିଷ୍ଠା ବୃଦ୍ଧି ପାଇବ

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :