• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Wednesday 28 Sep 2022

ମଘା – ଅନ୍ତରଙ୍ଗ ବନ୍ଧୁଙ୍କୁ ଆପଣ ଆର୍ଥିକ ସହାୟତା ମାଗି ପାରନ୍ତି

ପୂ , ଫାଲଗୁନୀ - ବ୍ୟକ୍ତିତ୍ୱକୁ ବିକଶିତ କରିବା ଲାଗି ଚେଷ୍ଟା କରିବେ

ଉ ,ଫାଲଗୁନୀ – ବେପାରରେ ଲାଭ ହେବାର ସମ୍ଭାବନା ରହିଛି

ପ୍ରତିକାର – ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :