• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 28 Sep 2022

ଉ , ଫାଲଗୁନୀ – ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିହାତି ନିଅନ୍ତୁ

ହସ୍ତା –ଆପଣଙ୍କ କାମ ଦେଖି କର୍ମଚାରୀ ଅସନ୍ତୁଷ୍ଟ ହେବେ

ଚିତ୍ରା – ଅଜଥା ଖର୍ଚ୍ଚାନ୍ତରେ ପଡି ପାରନ୍ତି

ପ୍ରତିକାର - ନୃସିଂଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :