• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 28 Sep 2022

ଚିତ୍ରା –ଧନ ପ୍ରାପ୍ତିର ଭଲ ଯୋଗ ରହିଛି

ସ୍ୱାତୀ - କର୍ମଜୀବୀ ମହିଳା ଦରମା ବଢିପାରେ

ବିଶାଖା – ଜୀବନସାଥିଙ୍କ ସହିତ ସିନେମା ଦେଖି ଯାଇପାରନ୍ତି

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :