• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th Sept 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଅଧୁରା କାମ ପୂରଣ ହେବ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ବୁଧବାର ତିଥି – ୩ୟା ରାତ୍ରି ୦୧/୨୭ ଗତେ ୪ର୍ଥୀ ଚନ୍ଦ୍ର – ତୁଳା ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 28 Sep 2022

ବିଶାଖା – ଅଫିସରେ ଆପଣଙ୍କୁ ନୂଆ ପଦବୀ ମିଳିପାରେ

ଅନୁରାଧା –ପାରିବାରିକ ଜୀବନ ସୁଖମୟ ହେବ

ଜ୍ୟେଷ୍ଠା – ନୂଆ ପଥ ଦୃଷ୍ଟି ଗୋଚର ହେବ

ପ୍ରତିକାର – ମାଆ ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :