• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Taurus

ବୃଷ

Thursday 28 Sep 2023

କୃତିକା- କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତମକାର୍ଯ୍ୟ  କରି ପଦୋନ୍ନତି ପାଇବେ । ବ୍ୟବସାୟ ଶୁଭାରମ୍ଭବ କରିବାର ସୁଯୋଗ ପାଇବେ । ବହୁ ଭ୍ରମଣ କରିବାକୁ ସଯୋଗ ପାଇବେ ।

ରୋହିଣୀ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ପରିଶ୍ରମ କରି ଉଚିତ୍ ମୂଲ୍ୟ ପାଇବେ । ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣଙ୍କ ପ୍ରିୟ ଆପଣଙ୍କୁ ଉପହାର ଦେଇପାରନ୍ତି ।

ମୃଗଶିରା- ଅଜଣା ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରି ବିପଦରେ ପଡିବେ । ଆପଣଙ୍କ ପାଇଁ ଆଜି ଦିନଟି କୌତୁହଳ ଜନକ ରହିବ । ବନ୍ଧୁ ମେଳରେ ପ୍ରଶଂସିତ ହେବେ ।

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ