• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Aquarius

କୁମ୍ଭ

Thursday 28 Sep 2023

ଧନିଷ୍ଠା- ଗୃହ କାର୍ଯ୍ୟରେ ବ୍ୟସ୍ତ ରହିବେ । ପେଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ ସୁଧାରିବାକୁ ଚେଷ୍ଟା କରନ୍ତୁ । ବ୍ୟବସାୟରୁ ଲାଭ ପାଇପାରନ୍ତି । 

ଶତଭିଷା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କ୍ରୋଧକୁ ନିୟନ୍ତ୍ରଣ କରି ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । ଋଣ ନେଇଥିବା ବ୍ୟକ୍ତି ଋଣ ସୁଝିପାରିବେ । 

ପୂ,  ଭାଦ୍ରପଦ- ସତର୍କତା ଅବଲମ୍ବନ ନ କଲେ ମାନ ସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି । ମାଙ୍ଗଳିକ କାର୍ଯ୍ୟରେ ଆନନ୍ଦ ଲାଭ କରିବେ । ଦୂର ଯାତ୍ରାର ସୁଯୋଗ ପାଇବେ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ