• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Cancer

କର୍କଟ

Thursday 28 Sep 2023

ପୁନର୍ବସୁ- ଦୈହିକ ଦୁର୍ବଳତା ସହିତ ଧୈର୍ଯ୍ୟହରା ଓ ନୈରାଶ୍ୟ ବ୍ୟସ୍ତବିବ୍ରତ କରାଇବ । ନିଜର ଉନ୍ନତି ପାଇଁ କଠିନ ପରିଶ୍ରମ କରିବେ । ବୈବାହିକ ଜୀବନ ଭଲ ରହିବ ।

ପୁଷ୍ୟା- ଅଫିସରେ ଜଣେ ବନ୍ଧୁଙ୍କୁ କେଦ୍ର କରି ଝଗଡା ଲାଗିପାରେ । ବିଦ୍ୟାର୍ଥୀ ମାନବଙ୍କ ପାଇଁ ସମୟ ଅନୁକୂଳ ରହିବ । ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ଅଶ୍ଳେଷା- ଉପସ୍ଥିତି ବୁଦ୍ଧି ଓ କୋଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଘରେ ପୂଜା ପାଠ ଓ ବିଭିନ୍ନ ଶୁଭ କାର୍ଯ୍ୟରେ ଯୋଗ ଦେବେ । ପରିବହନରେ କ୍ଷତି ଆଶଙ୍କା ଅଛି । 

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି