• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Leo

ସିଂହ

Thursday 28 Sep 2023

ମଘା- ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧାହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତି ପତ୍ର କଲେ ଲାଭବାନ୍ ହେବେ । ନୂଆଲକ୍ଷ ପୂରଣ ପାଇ ସାହାର୍ଯ୍ୟ ସହଯୋଗ ମିଳିପାରେ । 

ପୂ- ଫାଲ୍‌ଗୁନୀ- ରାଜନୈତିକ ମାନେ ସମାଜ ସେବାରେ ସ୍ୱନାମ ଅର୍ଜନ କରିପାରିବେ । ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବ । ଭାଗିଦାରି ମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । 

ଉ- ଫାଲ୍‌ଗୁନୀ- ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ବିଗିଡିଯିବ । ଅନ୍ୟ ମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅଟକିରହିଥିବା କାମର ଚିନ୍ତା ମନକୁ ଆନ୍ଦୋଠିତ କରିପାରେ । 

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ