• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Libra

ତୁଳା

Thursday 28 Sep 2023

ଚିତ୍ରା- ପରିବାରରେ ଜଗି ରଖି ନ ଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା ଅଛି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବେ । 

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । 

ବିଶାଖା- ଅନେକ ସ୍ଥାନରେ ଭୁଲ୍ କରି ଅପମାନିତ ହୋଇପାରନ୍ତି । ଭୋଜନ ଆଦିରେ ତୃପ୍ତି ମିଳିବ । ମାନସିକ ବ୍ୟସ୍ତତା ଦେଖାଯିବ । ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ