• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2023: ଏହି ରାଶିର ବ୍ୟକ୍ତି ବିଶେଷ ଆଜି ସାବଧାନ ରୁହନ୍ତୁ, ନଚେତ୍‌...

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୮ ତାରିଖ ଗୁରୁବାର । ଚନ୍ଦ୍ର - କୁମ୍ଭ ରାତ୍ରି ୦୮.୨୮ ଗତେ ମୀନ । ତିଥି - ୧୪ ଶୀ ସନ୍ଧ୍ୟା ୦୬.୪୯ ଗତେ ପୂର୍ଣ୍ଣିମା । ଘାତ ଚନ୍ଦ୍ର - ମିଥୁନ ଓ ମୀନ ରାଶିର ରାତ୍ରି ।୦୮.୨୮ ଗତେ ଧନୁ । ଘାତ ବାର - ତୁଳା ଓ କୁମ୍ଭ

Capricorn

ମକର

Thursday 28 Sep 2023

ଉ, ଷାଢା- ବ୍ୟବସାୟ ରେ ମାନସିକ ସ୍ଥିତି ଭଲ ରହିବା ସହ କେତେକ ମୂଲ୍ୟବାନ ଦ୍ରବ୍ୟକ୍ରୟ କରିବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁ ରଖି ପାରନ୍ତି । ସ୍ୱାସ୍ଥ୍ୟରେ ସୁଧାର ଆସିବ । 

ଶ୍ରବଣା- ଚାହୁଁଥିବା ସୁଯୋଗ ହାତଛଡା କରିବେ । ପରୀକ୍ଷାରେ ଉଚ୍ଚଫଳ ମିଳିବ । ପିଲାଙ୍କ ଆଚରଣରେ ଅସନ୍ତୋଷ ବ୍ୟକ୍ତ କରି ମନେମନେ ବିରକ୍ତ ହେବେ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । 

ଧନିଷ୍ଠା- ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ଗୁରୁଜନକ ସେବା କଲେ ଅନେକ ଆଶିର୍ବାଦ ପାଇବେ । 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ