• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Saturday 28 Sep 2024

ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଦ୍ୱିଜା – ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ

କୃତିକା – ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ ।

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :