• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Saturday 28 Sep 2024

ଧନିଷ୍ଠା – ପାରିବାରି ଜୀବନ ହସ, ଖୁସିରେ କଟିବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ ।

ଶତଭିଷା – ରାଜନୈତିକ ଜୀବନ ଉଥାନ୍ , ପତନରେ ଗତି କରିବେ । ଛାତ୍ରଛାତ୍ରି ମାନେ ଶୃଙ୍ଖଳିତ ହେବେ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମନ ଚାହୁଥିବା କାର୍ଯ୍ୟ ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :