• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Saturday 28 Sep 2024

ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ

ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ

ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :