• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Saturday 28 Sep 2024

ମୃଗଶିରା - ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ । ରୋଗ ଉପଶମ ମିଳିବ । ବନ୍ଧୁ ମିଳନ ଏବଂ ପରିବାରରେ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ଅସ୍ଥିରତା ମନ ରହିବ, ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା - କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ବ୍ୟବସାୟ ବଢ଼ାଇବା ନିମନ୍ତେ ଧାର କରଜ କରି ପାରନ୍ତି କ୍ଷ ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ମହିଳା ମାନେ ଆତ୍ମବିଶ୍ଵାସି ରହିବେ

ପୁନର୍ବସୁ - ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାର‌୍ୟ୍ୟ ସହଯୋଗ ପାଇବେ । ବ୍ୟବସାୟରେ ଲାଗିରହିଥିବା ପ୍ରତିଦ୍ୱନ୍ଦିତା କମ୍ ହେବ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :