• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Saturday 28 Sep 2024

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ

ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ

ଅଶ୍ଲେଷା- ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :