• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Saturday 28 Sep 2024

ମଘା – ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ

ପୂ , ଫାଲଗୁନୀ - ଅଫିସରେ ଅଧିକ କାମ କାରଣରୁ ଘର କଥା ବୁଝିବାକୁ ସମୟ ପାଇବେ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ କ୍ଷ

ଉ ,ଫାଲଗୁନୀ – ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ସାମାଜିକ ସ୍ତରରେ ମନ ବୁଝାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :