• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Saturday 28 Sep 2024

ଉ,ଫଳଗୁନି- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମିଯୁଗଳ ଏକାନ୍ତରେ ସମୟ କାଟିବେ

ହସ୍ତା- ପ୍ରତିଯୋଗୀତାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ଭଲ ସୁଯୋଗ ପାଇବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।

ଚିତ୍ରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :