• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Saturday 28 Sep 2024

ମୂଳା – ନିଜ ମନରେ ନୂଆ ନୂଆ ବିଚାର ଆସିପାରେ ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି । କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ ।

ପୂ , ଷାଢା – ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ

ଉ , ଷାଢା – ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । ଚଞ୍ଚଳ ମନ ଯୋଗୁ କୈାଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :