• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 28th September 2024: ଆଜି ଏହି ରାଶିର ବ୍ୟକ୍ତି କ୍ରୀଡାକ୍ଷେତ୍ରରେ ସଫଳତା ପାଇବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୮ ତାରିଖ ଶନିବାର । ଚନ୍ଦ୍ର- କର୍କଟ ରାତ୍ରି ୦୩.୩୮ ଗତେ ସିଂହ ,ତିଥି- ୧୧ଶୀ ଦିବା ୦୨.୫୦ ଗତେ ୧୨ଶୀ,ଘାତଚନ୍ଦ୍ର- ରାତ୍ରି ୦୩.୩୮ ଗତେ କର୍କଟ ଓ ମକର ରାଶିର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୨.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Saturday 28 Sep 2024

ଉ,ଷାଢା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି ।  କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କାରବାରରେ ଆପଣଙ୍କର ବହୁତ ଲାଭ ହେବ।

ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସ କାମରେ ବ୍ୟସ୍ତ ରହି ପାରନ୍ତି ।

ଧନିଷ୍ଠା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :