• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Aries

ମେଷ

Saturday 29 Apr 2023

ମୃଗଶିରା- ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ବ୍ୟବସାୟୀ ମାନଙ୍କ କାରବାର ବଢିବା ସହ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ରହିଛି ।

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପୁନର୍ବସୁ- ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମା’ ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :