• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Taurus

ବୃଷ

Saturday 29 Apr 2023

କୃତିକା- ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ରୋହିଣୀ- ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ରାଜନୀତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ ।

ମୃଗଶିରା- ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି, ସେମାନେ ଆଡମିଶନ୍ ପାଇପାରିବେ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :