• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Sagittarius

ଧନୁ

Saturday 29 Apr 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇପାରନ୍ତି ।

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥୀ ଲାଭ କରିବେ ।

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :