• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Cancer

କର୍କଟ

Saturday 29 Apr 2023

ପୁନର୍ବସୁ- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣହେବ । ପୂରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପୁଷ୍ୟା- ରାଜନୈତିକ ସାହଯ୍ୟ ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।

ଅଶ୍ଳେଷା- ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ମହିଳାମାନେ ଈଶ୍ୱର ବିଶ୍ୱାସୀ ହେବେ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚ୍ଚିତ୍ର ଦେଖିପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :