• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Leo

ସିଂହ

Saturday 29 Apr 2023

ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ- ଫାଲ୍‌ଗୁନୀ- ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତକରିବା ଉଚିତ୍ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଉ- ଫାଲ୍‌ଗୁନୀ- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :