• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Virgo

କନ୍ୟା

Saturday 29 Apr 2023

ଉ- ଫାଲ୍‌ଗୁନୀ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲାଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।

ହସ୍ତା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଜୀବନ-ସାଥୀ ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ଚିତ୍ରା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଚିତ ଅଭିଳାଶ ପୂରଣ ହେବ ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :