• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Libra

ତୁଳା

Saturday 29 Apr 2023

ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକମାନେ ଲକ୍ଷ ଦିଗରେ ଆଗେଇବେ ।

ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇବାକୁ ବାଧ୍ୟ ହେବେ ।

ବିଶାଖା- ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :