• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Capricorn

ମକର

Saturday 29 Apr 2023

ଉ, ଷାଢା- ବନ୍ଧୁଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ଭାବ ପ୍ରକାଶ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଞ୍ଚୟ କରିପାରନ୍ତି । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ ।

ଶ୍ରବଣା- କର୍ମ କ୍ଷେତ୍ରରେ ସହକର୍ମୀ ଅଧସ୍ଥନ କର୍ମଚାରୀ ଓ ଉପରିସ୍ଥ ଅଧିକାରୀଙ୍କର ସାହାଯ୍ୟ ସହଯୋଗ ପାଇବେ । ରାଜନୀତିରେ କାର୍ଯ୍ୟରେ ନେତୃତ୍ୱ ନେବେ । ବିଦ୍ୟାର୍ଥୀମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହୋଇପାରନ୍ତି ।

ଧନିଷ୍ଠା- ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :