• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଚାକିରି କ୍ଷେତ୍ରରେ ମିଳିବ ସଫଳତା

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୯ ତାରିଖ ଶନିବାର । ଚନ୍ଦ୍ର – କର୍କଟ ଦିବା ୧୨.୪୬ ଗତେ ସିଂହ । ତିଥି – ୯ମୀ ସନ୍ଧ୍ୟା ୦୬.୨୨ ଗତେ ୧୦ମୀ । ଘାତ ଚନ୍ଦ୍ର – ଦିବା ୧୨.୪୬ ଗତେ କର୍କଟ, ମକର ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୧ପାଦ - କୃଷିହାନୀ- ଭୂମିଦାନ ।

Aquarius

କୁମ୍ଭ

Saturday 29 Apr 2023

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।

ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳା ମାନେ ବିଭିନ୍ନ ପ୍ରକାର ଲାଭର ସୌଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡ଼ିତ ହେବେ ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶାଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତାବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରୀ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :