• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Gemini

ମିଥୁନ

Monday 29 Apr 2024

ମୃଗଶିରା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।

ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :