• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 29th April 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୯ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର, ତିଥି-୫ମୀ ପ୍ରାତଃ ୦୭.୫୭ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର, ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନିଶାନ୍ତ ୦୪.୪୨ ଗତେ ୧ ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ।

Libra

ତୁଳା

Monday 29 Apr 2024

ଚିତ୍ରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାରର‌୍ୟ୍ୟ ସୁଚାରୁରୂପେ ତୁଲାଇବେ

ସ୍ୱାତୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :